ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି। ମେ ମାସରେ ପ୍ରବେଶିକା ପରୀକ୍ଷା ହେବା ନେଇ ଜଣାପଡ଼ିଛି।
ପୂର୍ବରୁ ପ୍ରକାଶିତ ସରକାରୀ କାର୍ଯ୍ୟସୂଚୀ ଅନୁଯାୟୀ, ଓଜେଇଇ ୨୦୨୬ ପାଇଁ ପଞ୍ଜୀକରଣ ଲିଙ୍କ୍ ମାର୍ଚ୍ଚ ୨୬…