ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
ମୁମ୍ବାଇ: ଚଳିତ ଆଇପିଏଲରେ କୋଲକାତା ନାଇଟ ରାଇଡର୍ସ ତାର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ନିକଟରୁ ପରାଜିତ ହୋଇଛି । ମ୍ୟାଚ ପରେ କେକେଆର ଅଧିନାୟକ ଅଜିଙ୍କ୍ୟ ରାହାଣେ କହିଥିଲେ, ମୁଁ ମୋ ବିକାଶ ପାଇଁ କ୍ରିକେଟ ଖେଳୁଛି । ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି ବୋଲି…