BJD: ଗଜପତି ନିର୍ବାଚନମଣ୍ଡଳୀରେ ବିଜେଡିର ଶକ୍ତି ବୃଦ୍ଧି; ପଦ୍ମ ଛାଡି ଧରିଲେ ଶଙ୍ଖ
ଭୁବନେଶ୍ୱର: ଗଜପତି ବିଧାନସଭା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଗଜପତି ନିର୍ବାଚନମଣ୍ଡଳୀର ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଗୋଶାଣୀ ବ୍ଲକ ରମ୍ପା ପଞ୍ଚାୟତର ସରପଞ୍ଚ ଝୁନି ସବର, ନିରଂଜନ ଶବରଙ୍କ ସମେତ ଶତାଧିକ ବିଜେପି କର୍ମୀ ଦଳ…