ସମ୍ବଲପୁର: ଆଜି ତୃତୀୟ ଦିନରେ ମଧ୍ୟ ଟ୍ରାଫିକ ଚେକିଂ ଜୋରଧାର ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ପରିବହନ ବିଭାଗ ପକ୍ଷରୁ ଟ୍ରାଫିକ ନିୟଲ ଉଲ୍ଲଂଘନ କାରୀଙ୍କ ଉପରେ ଜୋରଦାର ଚଢ଼ାଉ ହେଉଛି ଏବଂ ମୋଟା ଅଙ୍କର ଚାଲାଣ ମଧ୍ୟ କଟୁଛି ।
ଏହି କ୍ରମରେ ଆଜି ସମ୍ବଲପୁରର ଏକ ଡିଜେ ଗାଡିରୁ ୨୦ ହଜାର ୫ ଶହ ଟଙ୍କାର ଫାଇନ୍ ଆଦାୟ ହୋଇଛି । ପରମିଟ ନଥିବା ଯୋଗୁଁ ୧୦ ହଜାର ଚାଲାଣ କଟିଛି । ସେହିପରି ପଂଜିକରଣ ପାଇଁ ୫ ହଜାର, ଡିଏଲ୍ ପାଇଁ ୫ ହଜାର ଓ ସାଧାରଣ ଅପରାଧ ପାଇଁ ୫ଶହ ଟଙ୍କା ଚାଲାଣ କଟାଯାଇଥିବା ସୂଚନା ରହିଛି ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.