Latest Odisha News

BREAKING NEWS

ଓଡିଶାରୁ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

ତେବେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୬୪,୧୦୨ ଛୁଇଁଛି।

Leave A Reply

Your email address will not be published.