ଉଦଳା(ମୟୂରଭଞ୍ଜ): ଜେଲରେ କରୋନା । ଅନ୍ତେବାସୀ ସଂକ୍ରମିତ ହେଉଛନ୍ତି । ଉଦଳା ସବ୍ଜେଲ୍ରେ ୨୧ ଜଣ ବିଚାରାଧିନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉଦଳା ଏନଏସି ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି । ଗତକାଲି ୭୬ ଜଣଙ୍କ ଅନ୍ତେବାସୀଙ୍କ କୋଭିଡ୍ ଟେଷ୍ଟ କରାଯାଇଥିଲା । ସେମାନଙ୍କ ଭିତରୁ ୨୧ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ସମସ୍ତ ଆକ୍ରାନ୍ତ ପୁରୁଷ । ସେମାନଙ୍କୁ ଜେଲ ପରିସରରେ ଥିବା ସ୍ୱତନ୍ତ୍ର କୋଠରୀରେ ରଖି ଚିକିତ୍ସା କରାଯାଉଛି । ସଂକ୍ରମିତ ଚିହ୍ନଟ ପରେ ଜେଲ୍ ପରିସରକୁ ବିଶୋଧନୀକରଣ କରାଯାଇଛି ।
BREAKING NEWS
- ଭୟଙ୍କର ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ; ୫ ମୃତ, ୪ ପୋଲିସକର୍ମୀ ଗୁରୁତର
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
Comments are closed.