Latest Odisha News

BREAKING NEWS

ଓଡ଼ିଶାରୁ ଗତ ୨୪ ଘଣ୍ଟାରେ ୨୧୨ କରୋନା ରୋଗୀ ସୁସ୍ଥ

 

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଅଧିକ ପଢନ୍ତୁ- ଆଜି ରାଜ୍ୟର ୯ ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ, ଚିହ୍ନଟ ହେଲେ ୧୫୪ ପଜିଟିଭ୍

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୦୨୦କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୩ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୭୫୭ରେ ପହଞ୍ଚିଛି।

ଅଧିକ ପଢନ୍ତୁ- ସପ୍ତାହେ ଭିତରେ ଆସିବ ଦ୍ୱିତୀୟ ପର୍ଯ୍ୟାୟ କୋଭାକ୍ସିନ ଟିକା, ଏଣିକି ସିଏଚସିରେ ତିନି ଦିନ ଟିକାକରଣ

Leave A Reply

Your email address will not be published.