Latest Odisha News

BREAKING NEWS

କଥାକୁହା ଫଟୋ: କଟକରେ ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍ ପ୍ରତିଯୋଗିତା, ଭାରତୀୟ ଖେଳାଳିଙ୍କ କମାଲ୍

କଟକ: କଟକସ୍ଥିତ ଜୱାହାରଲାଲ୍ ନେହେରୁ ଇଣ୍ଡୋର୍ ଷ୍ଟାଡ଼ିୟମରେ ଅନୁଷ୍ଠିତ ହେଉଛି ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ୍ ଟେନିସ୍ ପ୍ରତିଯୋଗିତା । ଉଭୟ ମହିଳା ଓ ପୁରୁଷ ବିଭାଗରେ ଭାରତୀୟ ଦଳ ସେମିଫାଇନାଲ୍ ପର୍ଯ୍ୟାୟକୁ ଉନ୍ନୀତ ହୋଇଛନ୍ତି ।

ଏହି ପ୍ରତିଯୋଗିତାରେ ଭାରତ ସମେତ ଅଷ୍ଟ୍ରେଲିଆ, ଇଂଲଣ୍ଡ, ସ୍କଟଲାଣ୍ଡ, ବାଂଲାଦେଶ, ସାଇପ୍ରସ, ମାଲେସିଆ, ଶ୍ରୀଲଙ୍କା, ନାଇଜେରିଆ, ଦକ୍ଷିଣ ଆଫ୍ରିକା, ସିଙ୍ଗାପୁର ଏବଂ ୱେଲ୍ସ ପ୍ରଭୃତି ଦେଶମାନେ ଅଂଶଗ୍ରହଣ କରୁଛନ୍ତି ।

Leave A Reply

Your email address will not be published.