ବାଲୁଗାଁ: ବାଣପୁର ଦକ୍ଷପ୍ରଜାପତି ମନ୍ଦିରରୁ ୨୧ଟି ଦୁର୍ଲଭ ମୂର୍ତ୍ତି ଚୋରି ହୋଇଛି । ଅଷ୍ଟଧାତୁର ମୂର୍ତ୍ତିକୁ ବି ନେଇ ଯାଇଛନ୍ତି ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମନ୍ଦିରର ମୁଖ୍ୟ ଫାଟକ ଭାଙ୍ଗି ଗର୍ଭଗୃହରୁ ଅଷ୍ଟଧାତୁରେ ନିର୍ମିତ ମୂର୍ତ୍ତି ଚୋରି କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ ଘଟଣାସ୍ଥଳରେ ପହଞ୍ଚିଛି ବାଣପୁର ଥାନା ପୋଲିସ । ସାଇଣ୍ଟିଫିକ୍ ଟିମ୍ ବି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଚୋର ମନ୍ଦିରରୁ ବି ଛାଡୁ ନାହାନ୍ତି । ଦେବଦେବୀଙ୍କ ମୂର୍ତ୍ତିକୁ ଚୋରି କରୁଛନ୍ତି ।
BREAKING NEWS
- ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ
- ଆଇପିଏଲ: ୩୦୦ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୯ ଛକା
- Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା
- Brain behind Iran’s ‘Mosaic Defence’: କେମିତି ଇସ୍ରାଏଲ-ଆମେରିକା ଆଗରେ ଏପର୍ଯ୍ୟନ୍ତ ଦୃଢ଼ ଭାବେ ଛିଡ଼ା ହୋଇଛି ଇରାନ? ପଛରେ ଅଛି ଏହି ବ୍ୟକ୍ତିଙ୍କ ମାଷ୍ଟରମାଇଣ୍ଡ…
- ରାଜ୍ୟରେ ସ୍ଥାପନ ହେବ ୫୧୮୨ ମୋବାଇଲ୍ ଟାୱାର, ଉପକୃତ ହେବ ଏତିକି ଗାଁ..
- କୋହଲି, ରୋହିତଙ୍କ ପାଇଁ ବାୟା ହେଉଛନ୍ତି ବିଦେଶୀ ବୋର୍ଡ
- Is Neena Gupta Pregnant?: ୬୬ ବର୍ଷ ବୟସରେ କ’ଣ ସତରେ ମା’ ହେବାକୁ ଯାଉଛନ୍ତି ନୀନା ଗୁପ୍ତା? ଏମିତି କହିଦେଲେ… ଫ୍ୟାନ୍ସ ବି ଆଚମ୍ବିତ!
- Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍
- ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…
- ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI
Comments are closed.