ବେଙ୍ଗାଲୁରୁ: ଦିନକୁ ଦିନ ରୋଚକ ମୋଡ ନେଉଛି ମଧ୍ୟପ୍ରଦେଶ ରାଜନୀତି । ମଧ୍ୟପ୍ରଦେଶ ସରକାରଙ୍କୁ ଇସ୍ତଫା ଦେଇ ସିନ୍ଧିଆଙ୍କ ସମର୍ଥକ ୨୨ ଜଣ ବିଧାୟକ ଏବେ ବେଙ୍ଗଲୁରୁରେ ଡେରା ପକାଇଛନ୍ତି । ତେବେ ସମସ୍ତ ବିଧାୟକ ରବିବାର ଏକ ଭିଡିଓ ଜାରି କରିଛନ୍ତି । ଏହି ଭିଡିଓରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ସେମାନେ କହିଛନ୍ତି ।
ସେମାନେ ଭୋପାଲ ଆସିବାକୁ ଚାହୁଁଛନ୍ତି କିନ୍ତୁ ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ସେମାନେ ଆସିପାରୁନଥିବା ଭିଡିଓରେ କହିଛନ୍ତି । ଏଥିପାଇଁ ସେମାନଙ୍କୁ ସିଆର୍ପିଏଫ୍ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି ଦାବି କରିଛନ୍ତି । ସେପଟେ ପରିସ୍ଥିତିକୁ ଦେଖି ବିଧାୟକଙ୍କୁ ରିସର୍ଟରୁ ବେଙ୍ଗାଲୁରୁ ରମାଦା ହୋଟେଲକୁ ସିଫ୍ଟ କରାଯାଇଛି ।
BREAKING NEWS
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
Comments are closed.