ବେଙ୍ଗାଲୁରୁ: ଦିନକୁ ଦିନ ରୋଚକ ମୋଡ ନେଉଛି ମଧ୍ୟପ୍ରଦେଶ ରାଜନୀତି । ମଧ୍ୟପ୍ରଦେଶ ସରକାରଙ୍କୁ ଇସ୍ତଫା ଦେଇ ସିନ୍ଧିଆଙ୍କ ସମର୍ଥକ ୨୨ ଜଣ ବିଧାୟକ ଏବେ ବେଙ୍ଗଲୁରୁରେ ଡେରା ପକାଇଛନ୍ତି । ତେବେ ସମସ୍ତ ବିଧାୟକ ରବିବାର ଏକ ଭିଡିଓ ଜାରି କରିଛନ୍ତି । ଏହି ଭିଡିଓରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ସେମାନେ କହିଛନ୍ତି ।
ସେମାନେ ଭୋପାଲ ଆସିବାକୁ ଚାହୁଁଛନ୍ତି କିନ୍ତୁ ତାଙ୍କ ଜୀବନ ପ୍ରତି ବିପଦ ଥିବାରୁ ସେମାନେ ଆସିପାରୁନଥିବା ଭିଡିଓରେ କହିଛନ୍ତି । ଏଥିପାଇଁ ସେମାନଙ୍କୁ ସିଆର୍ପିଏଫ୍ ସୁରକ୍ଷା ଯୋଗାଇ ଦିଆଯାଉ ବୋଲି ଦାବି କରିଛନ୍ତି । ସେପଟେ ପରିସ୍ଥିତିକୁ ଦେଖି ବିଧାୟକଙ୍କୁ ରିସର୍ଟରୁ ବେଙ୍ଗାଲୁରୁ ରମାଦା ହୋଟେଲକୁ ସିଫ୍ଟ କରାଯାଇଛି ।
BREAKING NEWS
- ଶାନ୍ତି ପ୍ରତିଷ୍ଠା ପାଇଁ ହୁତି ବିଦ୍ରୋହୀଙ୍କୁ ସାଉଦି ଆରବର ୧ ବିଲିୟନ ଡଲାରର ପ୍ରସ୍ତାବ
- ସମ୍ଭାବ୍ୟ ବାତ୍ୟା ବିପଦକୁ ଏଡ଼ାଇବା ପାଇଁ ପଦକ୍ଷେପ: ଗର୍ଭବତୀ ମହିଳାମାନଙ୍କୁ ‘ମା ଗୃହ’କୁ ଯିବା ପାଇଁ ସରକାରଙ୍କ ଅପିଲ୍
- କର୍କଟ ଔଷଧ ନାଁରେ ଚାଲିଛି ଲୁଟ୍ ଓ ଡକାୟତି: କେନ୍ଦ୍ର ସରକାରଙ୍କୁ ସର୍ବୋଚ୍ଚ ଅଦାଲତଙ୍କ ତାଗିଦ୍
- ଫେଲ୍ ମାରିଲା ଚୋରା ଚାଲାଣର ନୂଆ ଫର୍ମୁଲା; ମାଟି ତଳୁ ଗଞ୍ଜେଇ ଜବତ କଲା ଅବକାରୀ ବିଭାଗ
- ରାତି ୨ରୁ ଭୋର୍ ୪ଟା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଅର୍ଣ୍ଣବ’, ଅପେକ୍ଷାକୃତ ଶୀଘ୍ର ସ୍ଥଳଭାଗ ଛୁଇଁବା ସମ୍ଭାବନା
- କୋଟିଆ ଓଡ଼ିଶାର, ଓଡ଼ିଶାର ହୋଇ ରହିବ: ରାଜସ୍ୱ ମନ୍ତ୍ରୀ
- ତୁମେ ୧୨ ବଲ୍ରେ ଅର୍ଦ୍ଧଶତକ ଲଗାଇ ପାରିଲ ନାହିଁ
- ଭାରତୀୟ ବକ୍ସିଂ ମହାସଂଘରେ ବଡ଼ ବିବାଦ: ଅଜୟ ସିଂଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି
- ୨୫ ବର୍ଷ ପରେ ଇଂଲଣ୍ଡର କୌଣସି ଫୁଟବଲର୍ଙ୍କୁ ମିଳିଲା ବାଲେନ୍ ଡି’ଓର୍ ଆୱାର୍ଡ
- ବାତ୍ୟାକୁ ପ୍ରତିହତ କରିବା ନିମନ୍ତେ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ-ରାଜସ୍ୱ ମନ୍ତ୍ରୀ

Comments are closed.