Latest Odisha News

BREAKING NEWS

ଦିନକରେ ଓଡ଼ିଶାରୁ ୨୨୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

 

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୨୯ ହଜାର ୫୪୬ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨ ହଜାର ୦୩୯ଟି କରୋନା ଆକ୍ଟିଭ୍ କେସ୍ ରହିଥିବା ବେଳେ ମୋଟ୍ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୩୧୮ ଆକ୍ରାନ୍ତ ।

Leave A Reply

Your email address will not be published.