Latest Odisha News

BREAKING NEWS

ଓଡ଼ିଶାରୁ ଆଜି ୨୩୦ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହି ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୧୮ରେ ପହଞ୍ଚିଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨ ହଜାର ୮୭ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

ଅଧିକ ପଢନ୍ତୁ- ରାଜ୍ୟରୁ ଆଜି ଚିହ୍ନଟ ହେଲେ ୧୭୮ କରୋନା ପଜିଟିଭ୍, ପଶ୍ଚିମ ଓଡ଼ିଶାରୁ ଅଧିକ

Leave A Reply

Your email address will not be published.