ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ଏଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ଶହେରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ । ଆଜି ପୁଣି ୨୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ଟ୍ୱିଟ୍ କରି ସୂଚନା ଦେଇଛି ।
Update on newly detected & cured #COVID19 cases in the last 24 hrs under the BMC area on 13th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/3SY8OGhq4A— BMC (@bmcbbsr) August 13, 2020
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧୫ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୫୫୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Comments are closed.