Latest Odisha News

ଓଡିଶାରୁ ସୁସ୍ଥ ହେଲେ ଆଉ ୨୫୭୭ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୫୭୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି-

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୫୪,୬୬୨ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୩୦,୧୯୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧,୦୪୦ ଜଣ ମୃତ୍ୟୁବରଣ କରିଛନ୍ତି।

Leave A Reply

Your email address will not be published.