Latest Odisha News

BREAKING NEWS

ଓଡିଶାରୁ ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୬୧୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୬୨,୦୩୧ ଛୁଇଁଛି।

Leave A Reply

Your email address will not be published.