ପାଟଣାଗଡ : ବେଆଇନ ଦାଦନ ଚାଲାଣ ସମୟରେ ପାଟଣାଗଡ ପୋଲିସର ଚଢ଼ାଉ । ଚଢ଼ାଉ ବେଳେ ୨୭ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ। କେନ୍ଦୁମୁଣ୍ଡି ପଞ୍ଚାୟତ ବଘଲାବନ୍ଦ ଗାଁ ରେ ପୋଲିସ ଚଢାଉ କରି ବରଗଡ, ସୋନପୁର ଏବଂ ଗାଇସିଲେଟ ଅଞ୍ଚଳର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି । ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୧୨ ଜଣ ପୁରୁଷ, ୯ ଜଣ ମହିଳା ଏବଂ ୭ ଜଣ ଶିଶୁ ରହିଥିବା ଜଣା ପଡିଛି । ତେବେ ଦାଦନ ଚାଲାଣ କରୁଥିବା ପୁରୁଣା ଦାଦନ ଦଲାଲ ବଘଲାବନ୍ଦ ଗାଁ ର ମୋହନ ମେହେର ଏବଂ ସହଯୋଗୀ ଦଲାଲ ଥବିର ରାଜହଂସଙ୍କୁ ପୋଲିସ ଗିରଫ କରିଛି । ଏନେଇ ସମସ୍ତ ଶ୍ରମିକଙ୍କୁ ନିଜ ଗାଁ କୁ ପଠାଇ ଦେଇଥିବା ସହକାରୀ ଶ୍ରମ ଅଧିକାରୀ ନିରଞ୍ଜନ ଭୂୟାଁ ସୂଚନା ଦେଇଛନ୍ତି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.