Latest Odisha News

BREAKING NEWS

ଭୁବନେଶ୍ୱରରେ ଆଜି ୨୭ କରୋନା ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ସ୍ଥାନରୁ କେତେ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୩ ଓ ସ୍ଥାନୀୟ ଅଂଚଳରୁ ୧୪ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୩୩ ଜଣ ସୁସ୍ଥ ହୋଇଛନ୍ତି।

 

ଉଲ୍ଲେଖଯୋଗ୍ୟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩ଲକ୍ଷ ୧୪ହଜାର ୨୩ ସଂକ୍ରମିତ।

ରାଜ୍ୟରେ ୪ହଜାର ୫୫୮ଟି ଆକ୍ଟିଭ୍ କେସ୍ ରହିଛି । ସୁସ୍ଥହାର ୯୮ ପ୍ରତିଶତରୁ ଅଧିକ ରହିଛି।

Leave A Reply

Your email address will not be published.