Latest Odisha News

ଓଡିଶାରୁ ଆରୋଗ୍ୟ ହେଲେ ଆଉ ୨୭୭୨ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୭୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି…

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୬୨,୦୧୧ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୩୮,୫୩୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ମୋଟ୍ ୧୦୮୯ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.