Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୭୯୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି-

ଅଧିକ ପଢନ୍ତୁ- ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୫୬,୯୩୭ଟି ମୋଟ୍ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୩୨,୯୮୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧ ହଜାର ୫୭ ଜଣ ମୃତ୍ୟୁ ବରଣ କରିଛନ୍ତି ।

ଅଧିକ ପଢନ୍ତୁ- ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଦାବି; ୨୦୨୧ ପହିଲାରେ ଆସିପାରେ କରୋନା ଟିକା

Leave A Reply

Your email address will not be published.