Latest Odisha News

SCB ନର୍ସିଂ ହଷ୍ଟେଲରେ ୨୮ ଛାତ୍ରୀଙ୍କୁ କରୋନା

କଟକ: ରାଜ୍ୟରେ ମାଡ଼ି ଚାଲିଛି କରୋନା ସଂକ୍ରମଣ। କଟକ ଏସସିବି ବିଏସସି ନର୍ସିଂ କଲେଜ ହଷ୍ଟେଲରେ ପଶିଲା କରୋନା । ୨୮ ଜଣ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁଇ ଦିନରେ ଏମାନେ ସଂକ୍ରମିତ ହୋଇଛନ୍ତି।

ସମସ୍ତ ଆକ୍ରାନ୍ତ ଛାତ୍ରୀ ହଷ୍ଟେଲରେ ଆଇସୋଲେସନରେ ଅଛନ୍ତି। ପଜିଟିଭ ଚିହ୍ନଟ ଛାତ୍ରୀଙ୍କୁ ଆଉ କେଉଁଠିକୁ ସ୍ଥାନନ୍ତର କରାଯିବ କି ନାହିଁ ସେନେଇ ଆଜି ନିଷ୍ପତ୍ତି ନିଆଯିବ।  ନର୍ସିଂ କଲେଜ ପ୍ରିନ୍ସିପାଲ ବିଜୟଲକ୍ଷ୍ମୀ ଦାସ ଏହି ସୂଚନା ଦେଇଛନ୍ତି।

Leave A Reply

Your email address will not be published.