Latest Odisha News

BREAKING NEWS

ଓଡ଼ିଶାରୁ ୨୮୨ କରୋନା ରୋଗୀ ଆରୋଗ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୮୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨7 ହଜାର ୨୯୦ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।

 

ଅଧିକ ପଢନ୍ତୁ- କାଲି ଦିନ ୧୦ଟାରୁ ଆରମ୍ଭ ହେବ କୋଭିଡ ଟିକାକରଣ ଡ୍ରାଏ ରନ୍

Leave A Reply

Your email address will not be published.