ବ୍ରହ୍ମପୁର: ଗଞ୍ଜାମ ଜିଲା ଡେଙ୍ଗାଓସ୍ତା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଗର୍ଭବତୀ ୩ ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ପ୍ରସୂତୀ ଜଣକ ହେଲେ ଦିଗପହଣ୍ଡି ବ୍ଲକ ଆଙ୍କରଡା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ସିଲି ବିଷୋୟୀ। ସେ ଗୋଟିଏ ପୁତ୍ର ଏବଂ ଦୁଇଟି କନ୍ମ ସନ୍ତାନ ଜନ୍ମ ଦେଇଥିଲେ। ଡାକ୍ତରଙ୍କ ଉପସ୍ଥିତିରେ ଡେଙ୍ଗାଓସ୍ତା ସ୍ୱାସ୍ଥ୍ୟ କେନ୍ଦ୍ର ଏଏନମ ମଧୁସ୍ମିତା ପଟ୍ଟନାୟକ ସଫଳ ପ୍ରସବ କରାଇଥିଲେ। ସେ ପୂର୍ବରୁ ମଧ୍ୟ ଅନେକ ଥର ସଫଳ ପ୍ରସବ କରାଇବା ପାଇଁ ପ୍ରଶଂସପାତ୍ର ହୋଇପାରିଛନ୍ତି। ମା ଓ ନବଜାତ ସୁସ୍ଥ ଥିବା ସୂଚନା ମିଳିଛି।
BREAKING NEWS
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?

Comments are closed.