ଭୁବନେଶ୍ୱର: କରୋନା ପଜିଟିଭ ଚିହ୍ନଟ ହେଲେ ଭୁବନେଶ୍ୱର ବିଏମସି କର୍ମଚାରୀ ।
ବିଏମସି ର ଇଂଜିନିଏରିଂ ବିଭାଗର ୩ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ନିର୍ବାହୀ ଯନ୍ତ୍ରୀ, ଜଣେ ସହକାରୀ ଯନ୍ତ୍ରୀ ଓ ଅନ୍ୟ ଜଣେ ଡ୍ରାଇଭର ଥିବା ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ବିଭାଗକୁ ସିଲ କରାଯିବା ସହ ବିଶୋଧନ କରାଯାଉଛି । ସମ୍ପୃକ୍ତ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକଟଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରି ଜାଣିବାକୁ ଉଦ୍ୟମ ଜାରି ରଖାଯାଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ବିଡିଏ କାର୍ଯ୍ୟାଳୟରୁ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହାକୁ ସିଲ କରାଯାଇ ସାନିଟାଇଜ ଜରାଯାଇଥିବା ସୂଚନା ।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.