Latest Odisha News

BREAKING NEWS

ରାଜ୍ୟ ସରକାରୀ କର୍ମଚାରୀଙ୍କ ଲାଗି ୩% ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ୩ ପ୍ରତିଶତ ମହଙ୍ଗା ଭତ୍ତା ଓ ଟି.ଆଇ ମଞ୍ଜୁର କରିଛନ୍ତି ।

ଏହି ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ହେବା ଫଳରେ ରାଜ୍ୟ ସରକାରୀ କର୍ମଚାରୀ ମହଲରେ ଖୁସି ପ୍ରକାଶ ପାଇଛି । ପୂର୍ବରୁ ଏହି ମହଙ୍ଗା ଭତ୍ତାର ପରିମାଣ ୯ ପ୍ରତିଶତ ରହିଥିଲା ।

ଏହା ୨୦୧୯ ମସିହା ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ କାର୍ଯ୍ୟକାରୀ ହେବା ନେଇ ଜଣାପଡିଛି ।

Leave A Reply

Your email address will not be published.