ମାଲକାନଗିରି: ବାଇକ ସହ ବାଇକର ମୁହାଁମୁହିଁ ଧକ୍କା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ସୋଇଛି। ମାଲକାନଗିରି ଜିଲ୍ଲା ବିଜାପୁର ଘାଟିରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୋଟିଏ ବାଇକ୍ ମାଲକାନଗିରିରୁ ଜୟପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବାଇକ ସହ ଧକ୍କା ହୋଇଥିଲା।
BREAKING NEWS
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!

Comments are closed.