ଭୁବନେଶ୍ଵର: ଧିରେ ଧିରେ ବଢୁଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା । ନିକଟରେ ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ଏକ ନମ୍ବରରେ ଥିଲେ । ଆଉ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ୱିଟରରେ ଫଲୋୟର୍ସ ସଂଖ୍ୟା ୩୦ ଲକ୍ଷରେ ପହଞ୍ଚିଛି । ନବୀନଙ୍କ ଟ୍ୱିଟରକୁ ୩ ମିଲିୟନ ବା ପ୍ରାୟ ୩୦ ଲକ୍ଷ ଲୋକ ଫଲୋ କରୁଥିବାର ଜଣାପଡିଛି । ଟ୍ବିଟରରେ ୩ ମିଲିୟନ ଫଲୋୟର୍ସ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଟ୍ୱିଟର ଭଳି ଏକ ଡିଜିଟାଲ ପ୍ଲାଟଫର୍ମରେ ସମସ୍ତଙ୍କ ସ୍ନେହ ଓ ଭଲ ପାଇବା ମିଳିଥିବାରୁ ସେ କୃତଜ୍ଞ ବୋଲି ଲେଖିଛନ୍ତି |
BREAKING NEWS
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
Comments are closed.