Latest Odisha News

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଚିନ୍ତା ବଢ଼ାଉଛି କରୋନା ।ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବଢି ଚାଲିଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୩ ଜଣ ପ୍ରାଣ କରୋନା ଭୁତାଣୁ ଯୋଗୁଁ ଯାଇଥିବା ବେଳେ ୨ ଜଣଙ୍କର ଅନ୍ୟ କିଛି ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା ।

BjdElectrycity

ଏହାକୁ ମିଶାଇ ରାଜ୍ୟରେ ୭୭କୁ ବୃଦ୍ଧି ପାଇଛି କରୋନା ମୃତ୍ୟୁ ସଂଖ୍ୟା । ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.