ମାଲକାନଗିରି: ସର୍ଚ୍ଚ ଅପରେସନ୍ ବେଳେ ଜଙ୍ଗଲରୁ ମିଳିଲା ୩ଟି ଟିଫିନ୍ ବୋମା । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ମାଣ୍ଡାପାଲି ଅଞ୍ଚଳରୁ ଜବତ କରିଛନ୍ତି ଯବାନ । ବିଏସପି ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ଟି ଟିଫିନ୍ ବୋମା ଜବତ ହୋଇଛି । ଏସବୁ ବିସ୍ଫୋରଣ ପାଇଁ ମାଓବାଦୀ ସଂଗଠନ ଲୁଚାଇ ରଖିଥିବା ସନ୍ଦେହ କରାଯାଉଛି । ଏବେ ଲାଲବାହିନୀର ଯୋଜନା ପଣ୍ଡ ହୋଇଛି । ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ଯବାନ ।
BREAKING NEWS
- ଟ୍ରମ୍ପଙ୍କ ବଡ଼ ଦାବି; ମୋ ଯୋଗୁଁ ବଞ୍ଚିଗଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ…
- Israel’s parliament in Indian tricolour: ପହଞ୍ଚିନାହାନ୍ତି ମୋଦୀ, ଇସ୍ରାଏଲ ସଂସଦରେ ଝଲସିଲା ତ୍ରିରଙ୍ଗା
- India Abstains From UNGA Draft: ରୁଷ ଏବଂ ୟୁକ୍ରେନ ମଧ୍ୟରେ ନିଃସର୍ତ୍ତ ଯୁଦ୍ଧବିରତି ଡ୍ରାଫ୍ଟ ପ୍ରସ୍ତାବ, ବିରତ ରହିଲା ଭାରତ
- Priyanka Gandhi Demands To PM Modi: ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା କହିଲେ…
- କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ ଜରାୟୁ କ୍ୟାନ୍ସର ସଞ୍ଜିବନୀ
- ଇସ୍ରାଏଲ୍ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
- ଖଣି ଅଧିକାରୀଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ
- ଲରେନ୍ସ ବିଷ୍ଣୋଇଙ୍କ ଓକିଲଙ୍କ ଉପରେ ଗୁଳିମାଡ଼, ପୋଲିସର ତଦନ୍ତ ଜାରି
- ରାଜକନିକାର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ୫୦ ହଜାର ସହାୟତା , ଉଚ୍ଚସ୍ତରୀୟ ତଦନ୍ତ ଦାବି
- Weather Update: ଅଦିନିଆ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Comments are closed.