ଢେ଼ଙ୍କାନାଳ: ହୋଲି ଖେଳ ପରେ ଭୋଜି ସାରି ଫେରୁଥିବା ବେଳେ ଅଘଟଣ । ଢେ଼ଙ୍କାନାଳ-କପିଳାସ ରାସ୍ତାର ଛଣବୋଲୁଅ ନିକଟରେ ବାଇକ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେବା ଫଳରେ ୩ଜଣ ସାଙ୍ଗଙ୍କ ମୃତ୍ୟୁ ହୋଇଛି । ମୃତକ ମାନେ ହେଉଛନ୍ତି ରାମେଶ୍ୱରପୁର ଅଂଚଳର ଶୁଭ୍ର ଶାଶ୍ୱତ ରାଉତରାୟ, କାଇମାଟି ଅଂଚଳର ବ୍ରହ୍ମାନନ୍ଦ ଦେହୁରୀ ଓ କୈଳାଶ ସାହୁ । ତେବେ ଘଟଣାସ୍ଥଳରେ ୩ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
BREAKING NEWS
- ଭାମଶୀଙ୍କ ଫିଲ୍ମରେ ଅଭିନୟ କରିବେ ସଲମାନ
- Nishikant Dubey: ଦେଶବାସୀଙ୍କ ପାଖରେ ଦୁବେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେଡି
- ଡିଆରଏସ ନିୟମରେ ବଡ ପରିବର୍ତନ କଲା ବିସିସିଆଇ
- ମହାନଦୀରେ ଛଡ଼ାଗଲା ୧୨ଟି ଘଡ଼ିଆଳ, ୩୫ରେ ପହଞ୍ଚିଲା କୁମ୍ଭୀରଙ୍କ ସଂଖ୍ୟା
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
- ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ
- ସରକାରଙ୍କ ବିରୋଧରେ ଗର୍ଜିଲେ ସବୁ ଦଳ
- ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….
Comments are closed.