ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗାଡି ଚାଳକ କୁଆଡେ ଫେରାର ହୋଇଯାଇଛନ୍ତି ।ଏହି ବସଟି ଛାତ୍ରଛାତ୍ରୀ ଓ ଯାତ୍ରୀଙ୍କୁ ନେଇ ବଣସିଂହରୁ ଢେଙ୍କାନାଳ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।
BREAKING NEWS
- ରାଜଧାନୀରୁ ୭୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ
- OUSSSC CPSE 2024: ପୋଲିସ ଏସ୍ଆଇ ପରୀକ୍ଷାର୍ଥୀଙ୍କ ବଢିଲା ତଥ୍ୟ ଅପଡେଟ୍ ସମୟସୀମା
- ୨ଦିନରେ ଷ୍ଟେସନରୁ ଜବତ ହେଲାଣି ୧୭ କେଜି ଗଞ୍ଜେଇ; ଦୁଇ ଗିରଫ
- ମୁମ୍ବାଇ ଇଣ୍ଡିଆନ୍ସ ହେଲା ସବୁଠାରୁ ଦାମୀ ଟିମ
- Sheikh Hasina approaches UN: ଢାକା ଫେରିବା ପୂର୍ବରୁ UNର ଦ୍ୱାରସ୍ଥ ହେଲେ ଶେଖ୍ ହସିନା;ଜାଣନ୍ତୁ କାରଣ…
- ରଣଜୀ ଟ୍ରଫିରେ ଚିନ୍ମୟ ସୁତାରଙ୍କ ଧମାକା: ଭାଙ୍ଗିଲେ ୧୦୦ ବର୍ଷର ବିଶ୍ୱ ରେକର୍ଡ!
- କିଟରେ ହେବ ଓଡ଼ିଶା ସିନିୟର ମହିଳା ଫିଡେ ରେଟେଡ୍ ଚେସ୍ ଚାମ୍ପିଅନସିପ
- PM Kisan Yojana:କାଲି ମିଳିବ ପିଏମ୍ କିଷାନ ଟଙ୍କା; ରାଜ୍ୟରେ ୩୫ ଲକ୍ଷ ଚାଷୀ ପାଇବେ ୭୦୦ କୋଟି
- ରଣଜୀ ଟ୍ରଫି: ସର୍ଭିସେସ ବିପକ୍ଷ ମ୍ୟାଚ୍ ଡ୍ର, ବାତ୍ୟା ଅର୍ଣ୍ଣବ ପ୍ରଭାବିତ ମ୍ୟାଚ୍ରୁ ଓଡ଼ିଶାକୁ ମିଳିଲା ପ୍ରଥମ ପଏଣ୍ଟ
- ରାଜ୍ୟସଭା କ୍ରସ ଭୋଟିଂ ମାମଲା: ୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍


Comments are closed.