Latest Odisha News

BREAKING NEWS

ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର : ବ୍ରାଉନସୁଗାର ଜବତ । ଭୁବନେଶ୍ୱର ବାଲିଅନ୍ତା ଥାନା ଅନ୍ତର୍ଗତ ପୁରୀ କେନାଲ ନିକଟରୁ ୩୦୦ ଶହ ଗ୍ରାମ ବ୍ରାଉନସୁଗାର ଜବତ କଲା ପୋଲିସ । ଘଟଣା ସ୍ଥଳରୁ ଅଭିଯୁକ୍ତ ଅନୀଲ ନାୟକ ଓ ଶେଖ ସାମଶୁଦ୍ଧିନ ନାମକ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପୋଲିସ ଚଢାଉ ସମୟରେ ଅଭିଯୁକ୍ତଙ୍କ ଠାରୁ ଗୋଟିଏ କାର , ବାଇକ ଓ ଦୁଇଟି ମୋବାଇଲ ଜବତ କରିଛି ।

Leave A Reply

Your email address will not be published.