Latest Odisha News

ଓଡ଼ିଶାରେ ୩ଲକ୍ଷ ୨୪ ହଜାର ଟପିଲା ଆରୋଗ୍ୟ ମାମଲା

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୧୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ୍ୟ ୨୪ ହଜାର ଟପିଛି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୨୮ହଜାର ୫୦୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୪ ହଜାର ୦୬୮ ଆକ୍ରାନ୍ତ । ଏଯାବତ ରାଜ୍ୟରେ ୨ହଜାର ୮୪୧ ଆକ୍ଟିଭ୍ କେସ୍ ରହିଛି।

Leave A Reply

Your email address will not be published.