Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୨୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ ୩୨୪ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୨,୯୭୨ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.