Latest Odisha News

BREAKING NEWS

ଓଡ଼ିଶାରୁ ୩୨୯ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୨୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୫ ହଜାର ୪୩୨ରେ ପହଞ୍ଚିଛି।

 

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୬୨୧କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୮୭୩ ରେ ପହଞ୍ଚିଛି।

Leave A Reply

Your email address will not be published.