ଭୁବନେଶ୍ୱର: ବିପଦରେ ରାଜଧାନୀ ଭୁବନେଶ୍ୱର । ଦିନକୁ ଏଠି ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ଭୁବନେଶ୍ୱର ମହାନଗର ନିଗମରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 26th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/uAyEO4eYFm— BMC (@bmcbbsr) August 26, 2020
ଚିହ୍ନଟ ହୋଇଥିବା ୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୯୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୮୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୮୨୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୧୧ ଜଣ ସୁସ୍ଥ ହୋଇଛନ୍ତି ଓ ୩୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୩୦୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Comments are closed.