Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ୩୩୭୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆରୋଗ୍ୟଙ୍କ ମଧ୍ୟରେ କଟକରୁ ୫୪୦, ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ୧୪୧ ରାୟଗଡାରୁ,୧୩୭ କନ୍ଧମାଳରୁ,ସୁନ୍ଦରଗଡରୁ ୧୩୭,ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩, ଜଗତସିଂହପୁରରୁ ୧୧୫, ବାଲେଶ୍ୱରରୁ ୧୧୧,୧୦୨ କେନ୍ଦୁଝରରୁ, ବରଗଡରୁ ୧୦୦, ୯୯ କୋରାପୁଟରୁ, ଝାରସୁଗୁଡାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦, କଳାହାଣ୍ଡିରୁ ୭୬, ବଲାଙ୍ଗୀରରୁ ୬୮, ମାଲକାନଗିରିରୁ ୬୩, ନୂଆପଡାରୁ ୪୯, ଭଦ୍ରକରୁ ୪୭, ଅନୁଗୁଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମରୁ ୪୨, ୩୬ ନୟାଗଡ଼ରୁ, ଗଜପତିରୁ ୩୧, ୧୪ ବୌଦ୍ଧରୁ, ଦେଓଗଡରୁ ୭, ଷ୍ଟେଟ୍ ପୁଲରୁ ୭୯।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୭୩୫୭୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.