Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୮୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୮୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସମସ୍ତ ପଜିଟିଭଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫୦୩, କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬, ପୁରୀରୁ ୧୧୨, ଜଗତସିଂହପୁର ୧୦୨, ରାୟଗଡ଼ାରୁ ୯୫, ଗଞ୍ଜାମରୁ ୯୪, ସମ୍ବଲପୁରରୁ ୯୪, ଅନୁଗୁଳରୁ ୯୧, ନୟାଗଡ଼ରୁ ୯୦,ସୋନପୁରରୁ ୯୦, ବଲାଙ୍ଗୀରରୁ ୮୦, ନବରଙ୍ଗପୁରରୁ ୭୦, ସୁନ୍ଦରଗଡରୁ ୭୦, ଝାରସୁଗୁଡାରୁ ୬୮, କେନ୍ଦ୍ରାପଡାରୁ ୬୪,
କୋରାପୁଟରୁ ୬୪, କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫, ନୂଆପଡାରୁ ୪୦, କଳାହାଣ୍ଡିରୁ ୩୯, ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫, ଦେଓଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୨୨,୦୨୪ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.