Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୬୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୬୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

BjdElectrycity

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଖୋର୍ଦ୍ଧାରୁ ସର୍ବାଧିକ ୫୦ ଆରୋଗ୍ୟ ହୋଇଥିବା ବେଳେ ତା’ତଳକୁ ସୁନ୍ଦରଗଡ଼ରୁ ୪୦ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ୩୬୨ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୧,୩୦୯ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.