ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ତେବେ ୩୭୧ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି।
Another 371 Covid patients have recovered and are being discharged on 26.12.2020
47 from Khordha
38 from Sundargarh
32 from Anugul
28 from Bolangir
28 from Cuttack
27 from Sambalpur
20 from Keonjhar
16 from Baleswar
16 from Jajapur
16 from Mayurbhanj
15 from Nuapada— H & FW Dept Odisha (@HFWOdisha) December 26, 2020
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୦ଟି ।
10 from State Pool
The total recovered cases of Odisha now stand at 323749
— H & FW Dept Odisha (@HFWOdisha) December 26, 2020
ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Comments are closed.