Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୭୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ ୩୭୧ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୨୩,୭୪୯ ଜଣ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୩୩୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୯୪ ଆକ୍ରାନ୍ତ । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪୦ଟି ।

ଗତ ୨୪ ଘଣ୍ଟାରେ ରାଜ୍ୟର ୨୮ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.