Latest Odisha News

BREAKING NEWS

ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୧୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୭୧୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି।

ଖୋର୍ଦ୍ଧାରୁ ୭୪୪, ବରଗଡରୁ ୩୯୭, କଟକରୁ ୩୭୫, ଯାଜପୁରରୁ ୨୪୨, ପୁରୀରୁ ୨୦୧, ମୟୂରଭଞ୍ଜରୁ ୧୫୨, ଝାରସୁଗୁଡାରୁ ୧୧୭, ବାଲେଶ୍ୱରରୁ ୧୧୫, କୋରାପୁଟରୁ ୧୧୫, କାନ୍ଧମାଳରୁ ୧୦୦, ଜଗତସିଂହପୁରରୁ ୯୩, ଗଞ୍ଜାମରୁ ୯୨, କେନ୍ଦ୍ରାପଡାରୁ ୮୮, ସୋନପୁରରୁ ୮୪, ସୁନ୍ଦରଗଡରୁ ୮୪, ବଲାଙ୍ଗୀରରୁ ୭୫, ଅନୁଗୁଳରୁ ୭୨, ସମ୍ବଲପୁରରୁ ୭୧, ନୟାଗଡ଼ରୁ ୭୦, କେନ୍ଦୁଝରରୁ ୬୦, ନବରଙ୍ଗପୁରରୁ ୫୯, ନୂଆପଡ଼ାରୁ ୫୩, କଳାହାଣ୍ଡିରୁ ୪୮,ଦେଓଗଡରୁ ୪୩, ଗଜପତିରୁ ୩୮, ଭଦ୍ରକରୁ ୩୪, ଢେଙ୍କାନାଳରୁ ୩୪, ମାଲକାନଗିରିରୁ ୨୨, ବୌଦ୍ଧରୁ ୧୯ ଓ ରାୟଗଡାରୁ ୧୭।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୨୫,୭୩୮ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

Leave A Reply

Your email address will not be published.