ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୩୮୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୪ ହଜାର ୭୭୫ରେ ପହଞ୍ଚିଛି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି।
ସୂଚନାଯୋଗ୍ୟ, ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୨୯ହଜାର ୦୦୧କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୮୬୮ ରେ ପହଞ୍ଚିଛି।
Comments are closed.