Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୯ କରୋନା ରୋଗୀ; ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ ହୋଇଛନ୍ତି।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ ୩୮୯ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ ମୋଟ୍ ୩,୧୯,୪୫୮ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.