Latest Odisha News

BREAKING NEWS

ରାଜ୍ୟରୁ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ, ଡେଥ୍ କେସ୍ ୧, ୮୩୬

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆକି ବୁଜିଲେ ଆଉ ୪ଜଣ ଆକ୍ରାନ୍ତ । ଚାରିଟି ଜିଲ୍ଲାରୁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ । ଭୁବନେଶ୍ୱରରୁ ଜଣେ ୭୫ବର୍ଷୀୟ ବୃଦ୍ଧ ପ୍ରାଣ ହରାଇଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ଜଣେ ୮୬ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।

ସମ୍ୱଲପୁର ଜିଲ୍ଲାରେ ଜଣେ ୬୨ବର୍ଷୀୟ ବୃଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ୫୨ବର୍ଷୀ ମହିଳା ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ହଜାର ୮୩୬କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.