ଭୁବନେଶ୍ୱର: ରାଜଧାନୀରେ ଅଘଟଣ । ଫାଟିଲା ବିଦ୍ୟୁତ ଟ୍ରାନ୍ସଫର୍ମର । ଚନ୍ଦ୍ରଶେଖରପୁର ଓମଫେଡ୍ ପାର୍ଲର ପାଖରେ ଥିବା ଟ୍ରାନ୍ସଫର୍ମର ଫାଟିବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ଭିତରେ ଟ୍ରାନ୍ସଫର୍ମର ପାଖରେ ଜଳଖିଆ ଦୋକାନ କରିଥିବା ବାପା ଓ ପୁଅ ଥିବା ଜଣା ପଡ଼ିଛି । ୪ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଓ ଅଗ୍ନିଶମ ବାହିନୀ । ତେବେ କେମିତି ଏହା ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ଲୋକ ଆତଙ୍କିତ ହୋଇ ପଡିଛନ୍ତି ।
BREAKING NEWS
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

Comments are closed.