ବରଗଡ: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଶ୍ରମିକଙ୍କ ଉପରେ ମାଡିଗଲା ବୋରୱେଲ ଗାଡି । ଗାଡ଼ି ତଳେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ ଗାଡି । ଘଟଣାସ୍ଥଳରେ ଚାଲିଗଲା ୪ ଶ୍ରମିକଙ୍କ ମୃତ ଦେହ । ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ଘଟିଛି ବରଗଡ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଶ୍ରମିକ ମଧ୍ୟପ୍ରଦେଶର ହୋଇଥିବା ସୂଚନା ମିଳିଛି ।
BREAKING NEWS
- ସରକାରଙ୍କ ବଡ଼ ଆଶ୍ୱାସନା: ଆହାର କେନ୍ଦ୍ରକୁ ଜାରି ରହିବ ଗ୍ୟାସ୍ ଯୋଗାଣ
- ଗୋରୁ ଗାଡ଼ି ଅଟକାଇବା ବେଳେ ଗଲା ଗୋରକ୍ଷକଙ୍କ ଜୀବନ
- କୁଏତ ତେଲ ଟ୍ୟାଙ୍କର ଉପରେ ଇରାନର ଆକ୍ରମଣ
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Comments are closed.