Latest Odisha News

BREAKING NEWS

ଶ୍ରମିକଙ୍କ ଉପରେ ମାଡିଗଲା ବୋରୱେଲ ଗାଡି, ୪ ମୃତ

ବରଗଡ: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଶ୍ରମିକଙ୍କ ଉପରେ ମାଡିଗଲା ବୋରୱେଲ ଗାଡି । ଗାଡ଼ି ତଳେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ମାଡ଼ିଗଲା ବୋରୱେଲ ଗାଡି । ଘଟଣାସ୍ଥଳରେ ଚାଲିଗଲା ୪ ଶ୍ରମିକଙ୍କ ମୃତ ଦେହ । ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ଘଟିଛି ବରଗଡ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଶ୍ରମିକ ମଧ୍ୟପ୍ରଦେଶର ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.