ନୂଆଦିଲ୍ଲୀ: ସାରା ବିଶ୍ୱରେ ଆତଙ୍କ ଖେଳାଇଛି ମାରାତ୍ମକ ଭୂତାଣୁ କୋଭିଡ-୧୯ । ଏଯାଏଁ କରୋନା ସଂକ୍ରମଣରେ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଭାରତରେ ମଧ୍ୟ ଦୁଇ ଜଣଙ୍କ ମୁଣ୍ଡ ନେଇଛି କରୋନା ଭୂତାଣୁ । ତେବେ କରୋନା ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରତ୍ୟେକ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି ।
ଦିଲ୍ଲୀରେ କରୋନା ଭାଇରସରେ ଶକ୍ରବାର ଜଣେ ୬୮ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମୃତ ହୋଇଥିବା ମହିଳାଙ୍କ ପୁଅ ୫ରୁ ୨୨ ଫେବୃଆରୀ ମଧ୍ୟରେ ସ୍ୱିଜରଲ୍ୟାଣ୍ଡ ଓ ଇଟାଲୀ ଗସ୍ତ କରିଥିଲେ । ସେ ଭାରତ ଫେରିବା ପରେ ତାଙ୍କର ମଧ୍ୟ ଚିକିତ୍ସା ଜାରି ରହିଛି । ଭାରତରେ ୧୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଆହୁରି ୭୩ ଜଣଙ୍କ ଚିକିତ୍ସା ଜରି ରହିଛି ।
BREAKING NEWS
- ଢାବା ଉପରେ ଚଢ଼ାଉ, ପୋଲିସକୁ ଗାଳିଗୁଲଜ: ବିଜେପି ଯୁବ ନେତା ବି. ସୋମନାଥ ପାତ୍ରଙ୍କୁ ଗିରଫ କଲା ଗୋପାଳପୁର ପୋଲିସ
- ଅପରାଧ ପ୍ରମାଣିତ ନହେବା ଯାଏଁ ଚାକିରିରୁ କାଢ଼ିପାରିବେନି ସରକାର: ସୁପ୍ରିମକୋର୍ଟ
- ପରୀକ୍ଷାରେ ତ୍ରୁଟିକୁ ବରଦାସ୍ତ କଲାନି ଏନଟିଏ, ପରିଚାଳନା ଦାୟିତ୍ୱରେ ଥିବା ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍
- ପୁରୁଷ ହକି ବିଶ୍ୱକପ୍ ୨୦୨୬: ଭାରତୀୟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ, ନେଦରଲ୍ୟାଣ୍ଡ୍ସଠାରୁ ନିକଟରୁ ଶୋଚନୀୟ ପରାଜୟ
- Kotia map:ଗୁଗୁଲ୍ ମ୍ୟାପ୍ରେ କୋଟିଆର ଭୁଲ୍ ସୀମା;ସଂଶୋଧନ ପାଇଁ ସରକାରୀ ପ୍ରକ୍ରିୟା ଆରମ୍ଭ
- ଲୁହାପଥର ନେଇ ଓଡ଼ିଶାରୁ ସିଙ୍ଗାପୁର ଯାଉଥିବା ଜାହାଜ ବୁଡ଼ିଲା: ୨୪ କ୍ରୁ ସଦସ୍ୟଙ୍କ ଜୀବନ ରକ୍ଷା ପାଇଁ ଉଦ୍ଧାର କାର୍ଯ୍ୟ ଜୋରଦାର
- କର୍ତ୍ତବ୍ୟରତ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଟିପିଏସ୍ଓଡିଏଲର ଦୃଢ କାର୍ଯ୍ୟାନୁଷ୍ଠାନ
- ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…
- ଛାତ ଉପରେ ଥିବା ପୁରୁଣା ଡିସ୍ ଛତା ଆସିବ କାମରେ! ମାଗଣା ଚ୍ୟାନେଲ୍ ଦେଖିବା ପାଇଁ ଏମିତି କରନ୍ତୁ ବ୍ୟବହାର
- ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି…

Comments are closed.