ଭୁବନେଶ୍ୱର: ଉପନିର୍ବାଚନ ପାଇଁ ପିପିଲି ବିଧାନସଭା କ୍ଷେତ୍ର ଉଷ୍ଣ ହେଲାଣି । ୪ ବରିଷ୍ଠ ନେତାଙ୍କୁ ଉପନିର୍ବାଚନ ପରିଚାଳନା ଦାୟିତ୍ୱ ଦେଇଛି ବିଜେଡି । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ଦାୟିତ୍ୱ ଦେଇଛି ଦଳ । ପିପିଲିରେ ରହି ନିର୍ବାଚନ ପରିଚାଳନା କରିବାକୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବନ ପଟ୍ଟନାୟକ । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।

ନାମାଙ୍କନ ଦାଖଲ ସହ ପିପିଲିରେ ପ୍ରଚାର ବି ସରଗରମ ହେଲାଣି । ବିଜେଡିରୁ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିର ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ଅଜିତ ମଙ୍ଗରାଜ ନିର୍ବାଚନ ରଣାଙ୍ଗନାକୁ ଓହ୍ଲାଇଛନ୍ତି । ନବାଗତ ବନାମ ଅଭିଜ୍ଞଙ୍କ ମଧ୍ୟରେ ହେବ ପିପିଲି ଫାଇଟ୍ ।
BREAKING NEWS
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍

Comments are closed.